Friday, September 11, 2026
26.2 C
Odisha

    ବାଲିଯାତ୍ରା ଗ୍ରାଉଣ୍ଡ ନୋ ଡ୍ରୋନ୍ ଜୋନ୍

    ଆଗକୁ ପଢନ୍ତୁ

    କଟକ : ଚଳିତବର୍ଷ ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକର ଐତିହାସିକ ବାଲିଯାତ୍ରା ଅନୁଷ୍ଠିତ ହେବ। ଏଥର କଟକ ବାଲିଯାତ୍ରା ଗ୍ରାଉଣ୍ଡକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ଏ ନେଇ କଟକ ଜିଲ୍ଲାପାଳ ନିର୍ଦେଶାନାମା ଜାରି କରିଛନ୍ତି। ନଭେମ୍ବର ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ଏହି କଟକଣା ରହିବ। ଏହି ସମୟ ମଧ୍ୟରେ ପଡିଆକୁ ନୋ ଡ୍ରୋନ୍ ଜୋନ୍ ଘୋଷଣା କରାଯାଇଛି। ବାଲିଯାତ୍ରା ପଡିଆର ୫ କିଲୋମିଟର ପରିଧି ପାଇଁ କଟକଣା ଜାରି କରାଯାଇଛି। ପାରା ଗ୍ଲାଇଡର୍ସ, ପାରା ମୋଟର୍ସ, ପାଓ୍ବାର ହ୍ୟାଙ୍ଗ ଗ୍ଲାଇଡର୍ସ, ମାଇକ୍ରୋ ଲାଇଟ୍ , ଏୟାରକ୍ରାଫ୍ଟ, ହଟ୍ ଏୟାର ବେଲୁନ୍, ୟୁଏଭି ଏବଂ ଡ୍ରୋନ୍ ଉଡାଣ ମନା କରାଯାଇଛି। ବାଲିଯାତ୍ରାକୁ ପ୍ରାୟ ୫୦ ଲକ୍ଷ ଲୋକ ଆସିବାକୁ ଥିବାରୁ ସୁରକ୍ଷା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    26.2 ° C
    26.2 °
    26.2 °
    87 %
    2.3kmh
    99 %
    Fri
    27 °
    Sat
    28 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ