Saturday, February 28, 2026
22.4 C
Odisha

    ବାଲୁକା କଳାରେ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା

    ଆଗକୁ ପଢନ୍ତୁ

    ପୁରୀ: ଆଜି ଭାରତ ଓ ଇଂଲଣ୍ଡ ମଧ୍ୟରେ ରହିଛି କଡା ଟକ୍କର। କଟକର ବାରବାଟୀ ଷ୍ଟାଡିୟମରେ ଦ୍ୱିତୀୟ ଦିନିକିଆ ମ୍ୟାଚ ଖେଳାଯିବ। ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମରେ ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଏହାରି ମଧ୍ୟରେ ଟସ୍ ଜିତି ଇଂଲଣ୍ଡ ବ୍ୟାଟିଂ କରିବାକୁ ନିଷ୍ପତି ନେଇଛି। କ୍ରୀଡାପ୍ରେମୀମାନେ ଟିମ୍ ଇଣ୍ଡିଆର ବିଜୟ ନେଇ ଆଶାବାଦୀ ଥିବାବେଳେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ। ପୁରୀ ବେଳାଭୂମିରେ ବାଲିରେ କଳାକୃତି କରି ଭାରତୀୟ ଖେଳାଳିମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.4 ° C
    22.4 °
    22.4 °
    39 %
    2.5kmh
    4 %
    Sat
    23 °
    Sun
    36 °
    Mon
    36 °
    Tue
    37 °
    Wed
    38 °

    ସମ୍ବନ୍ଧିତ