Thursday, September 3, 2026
23.9 C
Odisha

    ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଗ୍ନିକାଣ୍ଡ, କାରଣ ଅସ୍ପଷ୍ଟ

    ଆଗକୁ ପଢନ୍ତୁ

    ବାଲେଶ୍ଵର   : ବାଲେଶ୍ଵର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସୁଇପର ଅଫିସରେ ଅଗ୍ନିକାଣ୍ଡ ଘଟିଛି। ସଫେଇ ପାଇଁ ରଖାଯାଇଥିବା ଏସିଡରୁ ନିଆଁ ଲାଗିଥିବା ସୂଚନା । ରୁମ ଭିତରେ ଫିନାଇଲ, କପଡ଼ା, ସ୍ପିରିଟ, ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ଷ୍ଟକ୍ ରହିଥିଲା । ସକାଳେ ରୁମ ଭିତରୁ ଧୂଆଁ ବାହାରୁଥିବା ଦେଖିବାକୁ ପାଇଥିଲେ ହସ୍ପିଟାଲର ରୋଗୀଙ୍କ ସମ୍ପର୍କୀୟମାନେ । ତୁରନ୍ତ ହସ୍ପିଟାଲ୍ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ସ୍ଥାନୀୟ ଲୋକ ।

    ସଟସର୍କିଟରୁ ନିଆଁ ଲାଗିଥିବା ଅନୁମାନ କରାଯାଉଛି । ତେବେ ନିଆଁରେ କୌଣସି ବଡ଼ କ୍ଷୟକ୍ଷତିର ଅନୁମାନ ଜଣା ପଡିନାହିଁ। କିନ୍ତୁ ସମସ୍ତ ଫିନାଇଲ, କପଡ଼ା, ସ୍ପିରିଟ,ହସ୍ପିଟାଲରେ ବ୍ୟବହୃତ ସାମଗ୍ରୀ ପୋଡି ନଷ୍ଟ ହୋଇଯାଇଛି । ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ପହଞ୍ଚି ନିଆଁ କୁ ଆୟତ୍ତ କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    93 %
    1.8kmh
    100 %
    Wed
    24 °
    Thu
    27 °
    Fri
    28 °
    Sat
    30 °
    Sun
    29 °

    ସମ୍ବନ୍ଧିତ