Wednesday, September 23, 2026
23.8 C
Odisha

    ବାଲେଶ୍ୱରରେ ଅଗ୍ନିକାଣ୍ଡ, ଜଳିଗଲା ୮ ବଖରା ଘର

    ଆଗକୁ ପଢନ୍ତୁ

    ସୋର : ବାଲେଶ୍ୱର ଜିଲ୍ଲା ସିମୁଳିଆ ବ୍ଲକ ଶ୍ୟାମସୁନ୍ଦରପୁର ଗାଁର ବଳ ସାହିରେ ଅଗ୍ନିକାଣ୍ଡ । ୪ଜଣଙ୍କର ୮ବଖରା ଘର ପୋଡି ପାଉଁଶ ହୋଇଯାଇଛି । ଘରର ସମସ୍ତ ଆସବାବ ପତ୍ର ଓ ଗୋଟିଏ ଗାଡ଼ି ପୋଡି ନଷ୍ଟ ହୋଇଯାଇଛି । ନଷ୍ଟ ହୋଇଥିବା ଜିନିଷର ଆନୁମାନିକ ମୂଲ୍ୟ ୫୦ ଲକ୍ଷ ଟଙ୍କା ହେବ । ଭଦ୍ରକରୁ ୨ଟି ଦମକଳ ବାହୀନି ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ଥିବାବେଳେ ବିପନ୍ନ ପରିବାରକୁ ସରକାରୀ ସହାୟତା ପାଇଁ ନିବେଦନ କରିଛନ୍ତି ଲୋକେ ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.8 ° C
    23.8 °
    23.8 °
    99 %
    1.4kmh
    100 %
    Tue
    24 °
    Wed
    27 °
    Thu
    27 °
    Fri
    29 °
    Sat
    28 °

    ସମ୍ବନ୍ଧିତ