Friday, September 18, 2026
25 C
Odisha

    ବାଲେଶ୍ୱରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା

    ଆଗକୁ ପଢନ୍ତୁ

    ବାଲେଶ୍ୱର : ବାଲେଶ୍ୱରରେ ଆଜି ଏକ ବଡ ଘଟଣା ଘଟିଛି। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡର ବଜାରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ହୋଇଛି। ପ୍ରାୟ ୮ ରାଉଣ୍ଡ ଗୁଳି ଫୁଟାଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁଳି ଫୁଟିଥିବା ଦୃଶ୍ୟ ସିସିଟିଭିରେ କଏଦ ହୋଇଛି। ଏଥିରେ ବ୍ୟବସାୟୀଙ୍କୁ ଗୁରୁତର ଅବସ୍ଥାରେ ବାଲେଶ୍ୱର ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। କିଏ ଓ କାହିଁକି ଗୁଳିମାଡ କରିଛି, ତାହା ଅସ୍ପଷ୍ଟ ରହିଛି। ଖବର ପାଇ ପୁଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25 ° C
    25 °
    25 °
    87 %
    1.2kmh
    98 %
    Thu
    25 °
    Fri
    31 °
    Sat
    31 °
    Sun
    31 °
    Mon
    31 °

    ସମ୍ବନ୍ଧିତ