Friday, April 3, 2026
39 C
Odisha

    ବିଏମ୍‌ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ। ଭୁବନେଶ୍ଵର ମହାନଗର ନିଗମ ଅଫିସରେ ମାରପିଟ୍ ହୋଇଛି। ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଏହାକୁ ବିରୋଧ କରି ଅଫିସ କର୍ମଚାରୀ ମାନେ ଧାରଣାରେ ବସିଛନ୍ତି। ଆଜି ବିଏମସି ଅଫିସରେ ଅଭିଯୋଗ ଶୁଣାଣି ଚାଲିଥିଲା। ଅତିରିକ୍ତ କମିଶନର ରତ୍ନାକର ସାହୁ ଲୋକଙ୍କ ଅଭିଯୋଗ ଶୁଣାଣି କରୁଥିଲେ। ହଠାତ୍ ୫ରୁ ୬ ଜଣ ବ୍ୟକ୍ତି ଆସି ଅତିରିକ୍ତ କମିଶନରଙ୍କ ଚାମ୍ବର ଭିତରେ ପଶି ତାଙ୍କୁ ମାଡ ମାରିଥିଲେ। ପରେ ଏ ନେଇ ଖାରବେଳନଗର ଥାନାକୁ ଖବର ଦିଆଯାଇଥିଲା। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ସିସି ଟିଭି ଯାଞ୍ଚ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ