Saturday, April 11, 2026
30.4 C
Odisha

    ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ଜାରି ହେଲା ଗାଇଡଲାଇନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ସରକାର ମାର୍ଗଦର୍ଶିତା ଜାରି କରିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିବାଗ ପକ୍ଷରୁ ଜାରି ହେଲା ମାର୍ଗଦର୍ଶିକା । ବ୍ଲକସ୍ତରରେ ବାର୍ଷିକ ଉନ୍ନତିମୂଳକ କାର୍ଯ୍ୟ ପାଇଁ ଯୋଜନା କରାଯିବ ।

    ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ପାଇଁ ଗାଇଡଲାଇନ ସମସ୍ତ ଜିଲ୍ଲାପାଳମାନଙ୍କୁ ପଠାଇଲା ବିଭାଗ । ଗ୍ରାମସଭା ଜରିଆରେ ପ୍ରକଳ୍ପ ତାଲିକା କରିବାକୁ ନିର୍ଦ୍ଦେଶ ଜାରି କରାଯାଇଛି । ଫେବୃଆରୀ ୧୪ ଭିତରେ ତାଲିକା ଫାଇନାଲ କରିବାକୁ ନିର୍ଦ୍ଦେଶ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.4 ° C
    30.4 °
    30.4 °
    14 %
    2kmh
    0 %
    Sat
    32 °
    Sun
    40 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ