Sunday, October 4, 2026
30.6 C
Odisha

    ବିଜେଡ଼ିର ନୂଆ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେଡି ନୂଆ ମିଡିଆ ଟିମ୍ ଘୋଷଣା କରିଛି। ଦଳ ପକ୍ଷରୁ ୧୬ ଜଣିଆ ମିଡିଆ ଟିମ୍ ଘୋଷଣା କରାଯାଇଛି। ଏହି ଟିମରେ ପ୍ରଶାନ୍ତ ମୁଦୁଲିଙ୍କ ସହ ବ୍ୟୋମକେଶ ରାୟ, ସୁବାସ ସିଂ, ଗୌତମ ବୁଦ୍ଧ ଦାସ, ସାରଦା ଜେନା, ଲତିକା ପ୍ରଧାନଙ୍କ ଭଳି ନେତାଙ୍କୁ ସ୍ଥାନ ମିଳିଛି। ଏଥିସହ ରମେଶ ବେହେରା, ମନ୍ମଥ ରାଉତରାୟ, ତୁମ୍ବନାଥ ପଣ୍ଡା, ମିହିର ରାୟ, ଚିନ୍ମୟ ସାହୁ, ଇପସିତା ସାହୁ, ସୋଫିଆ ଆଲାମ୍, ଇରାନୀ ରାୟ, ବିଶ୍ୱନାଥ ପ୍ରତାପ ସାହୁ ଓ ଅରୁପ ଶ୍ରୀଚନ୍ଦନଙ୍କୁ ସାମିଲ କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.6 ° C
    30.6 °
    30.6 °
    51 %
    2.9kmh
    3 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ