Saturday, April 11, 2026
37.2 C
Odisha

    ବିଜେଡ଼ିର ୧୫ ଜଣିଆ ନୂଆ କମିଟି ଗଠିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର:ବିଜେଡ଼ିର ନୂଆ କମିଟି ଗଠ। ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ଯର ସମନ୍ବୟ ରକ୍ଷା ପାଇଁ ୧୫ ଜଣିଆ ଟିମ ଗଠନ କରିଛି ବିଜେଡି। ଏହି ଟିମକୁ ଗଠନ କରିଛନ୍ତି ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ। ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର କମିଟର ଅଧ୍ୟକ୍ଷ ଅଛନ୍ତି। ସେହିପରି କମିଟିରେ ଅଛନ୍ତି- ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ପ୍ରତାପ କେଶରୀ ଦେବ, ପ୍ରଦୀପ କୁମାର ଅମାତ, ଡ଼. ଅରୁଣ କୁମାର ସାହୁ, ଅଶ୍ବିନୀ କୁମାର ପାତ୍ର, ପ୍ରତାପ ଜେନା, ସାରଦା ପ୍ରସାଦ ନାୟକ, ସୁଦାମ ମାର୍ଣ୍ଡି, ମନୋହର ରନ୍ଧାରୀ, ସ୍ନେହାଙ୍ଗିନୀ ଛୁରିଆ, ମହେଶ ସାହୁ, ଦେବେଶ ଆଚାର୍ଯ୍ୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    37.2 ° C
    37.2 °
    37.2 °
    13 %
    4kmh
    0 %
    Sat
    38 °
    Sun
    41 °
    Mon
    42 °
    Tue
    43 °
    Wed
    43 °

    ସମ୍ବନ୍ଧିତ