Monday, March 30, 2026
37.6 C
Odisha

    ବିଜେଡିରେ ସାମିଲ ହେଲେ ଶତାଧିକ କର୍ମୀ ଓ ନେତା

    ଆଗକୁ ପଢନ୍ତୁ

    ଜଟଣୀରେ ବଢ଼ୁଛି ବିଜେଡିର ଲୋକପ୍ରିୟତା । ବିଜେପି ଏବଂ କଂଗ୍ରେସ ଛାଡ଼ି ବିଜେଡିରେ ସାମିଲ ହେଲେ ଶତାଧିକ କର୍ମୀ ଏବଂ ନେତା । ବିଜେଡିରେ ସାମିଲ ହେଲେ ପ୍ରମୋଦ ହରିଚନ୍ଦନ। ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟିର ସାଧାରଣ ସମ୍ପାଦକ ଥିଲେ ପ୍ରମୋଦ । ପ୍ରମୋଦ ବଳିୟାରସିଂ ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି । କାଉନସିଲର ଅନିତା ମହାପାତ୍ର, ଇତିଶ୍ରୀ ଦାସ, କୃଷ୍ଣଚନ୍ଦ୍ର ନାୟକ, ମେଣ୍ଢ଼ାଶାଳ ସରପଞ୍ଚ କୌଶଲ୍ୟା ବଳିୟାରସିଂ ପ୍ରମୁଖ ବିଜେଡିରେ ସାମିଲ ହୋଇଛନ୍ତି । ତେବେ ଏହି ମିଶ୍ରଣ ପର୍ବରେ ସାଂସଦ ମାନସ ମଙ୍ଗରାଜ, ଜଟଣୀ ବିଜେଡି ବିଧାୟକ ପ୍ରାର୍ଥୀ ତଥା ଖୋର୍ଦ୍ଧା ଜିଲ୍ଲା ବିଜେଡି ସଭାପତି ବିଭୂତି ବଳବନ୍ତରାୟ ଏବଂ ଭୁବନେଶ୍ବର ସାଂସଦ ପ୍ରାର୍ଥୀ ମନ୍ମଥ ରାଉତରାୟ ପ୍ରମୁଖ ଏହି ମିଶ୍ରଣ ପର୍ବରେ ଉପସ୍ଥିତ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    37.6 ° C
    37.6 °
    37.6 °
    15 %
    1.5kmh
    43 %
    Mon
    38 °
    Tue
    39 °
    Wed
    39 °
    Thu
    41 °
    Fri
    40 °

    ସମ୍ବନ୍ଧିତ