Friday, January 30, 2026
19.6 C
Odisha

    ବିଜେଡିର ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା

    ଆଗକୁ ପଢନ୍ତୁ

    ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଅଷ୍ଟମ ପର୍ଯ୍ୟାୟରେ ୩ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

    ଭୋଗରାଇ: ଗୌତମବୁଦ୍ଧ ଦାସ
    ବେଗୁନିଆ: ପ୍ରଦୀପ କୁମାର ସାହୁ

    ଖୋର୍ଦ୍ଧା: ରାଜେନ୍ଦ୍ର କୁମାର ସାହୁ
    ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୪ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୩ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    19.6 ° C
    19.6 °
    19.6 °
    49 %
    1.7kmh
    43 %
    Fri
    19 °
    Sat
    31 °
    Sun
    31 °
    Mon
    33 °
    Tue
    33 °

    ସମ୍ବନ୍ଧିତ