Saturday, June 27, 2026
34.7 C
Odisha

    ବିଜେଡିର ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା

    ଆଗକୁ ପଢନ୍ତୁ

    ୨୦୨୪ ସାଧାରଣ ନିର୍ବାଚନ ପାଇଁ ଅଷ୍ଟମ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜୁ ଜନତା ଦଳ। ସୁପ୍ରିମୋ ନବୀନ ପଟ୍ଟନାୟକ ଅଷ୍ଟମ ପର୍ଯ୍ୟାୟରେ ୩ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

    ଭୋଗରାଇ: ଗୌତମବୁଦ୍ଧ ଦାସ
    ବେଗୁନିଆ: ପ୍ରଦୀପ କୁମାର ସାହୁ

    ଖୋର୍ଦ୍ଧା: ରାଜେନ୍ଦ୍ର କୁମାର ସାହୁ
    ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୪୪ ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୩ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    34.7 ° C
    34.7 °
    34.7 °
    45 %
    2kmh
    63 %
    Sat
    34 °
    Sun
    38 °
    Mon
    35 °
    Tue
    35 °
    Wed
    31 °

    ସମ୍ବନ୍ଧିତ