Monday, November 10, 2025
25.9 C
Odisha

    ବିଜେଡିର ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା; ବଡ଼ଚଣାରୁ ଲଢ଼ିବେ ବର୍ଷା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୯ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି।

    ବଡ଼ଚଣା-ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ
    କେନ୍ଦ୍ରାପଡ଼ା- ଗଣେଶ୍ବର ବେହେରା
    ଆନନ୍ଦପୁର- ଅଭିମନ୍ୟୁ ସେଠୀ

    ଚିଲିକା- ରଘୁନାଥ ସାହୁ
    ସାରସକଣା- ଦେବାଶିଷ ମାରାଣ୍ଡି
    କରଞ୍ଜିଆ- ବାସନ୍ତୀ ହେମ୍ବ୍ରମ
    ଚମ୍ପୁଆ- ସନାତନ ମହାକୁଡ଼
    ରେମୁଣା- ବିଦ୍ୟାସ୍ମିତା ମହାଳିକ
    ସିମୁଳିଆ- ସୁଭାଷିନୀ ସାହୁ

    ସୂଚନାଯୋଗ୍ୟ, ବିଜେଡି ବର୍ତ୍ତମାନ ସୁଦ୍ଧା ସମସ୍ତ ୨୧ ଲୋକସଭା ଓ ୧୩୫ଟି ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା କରିଛି। ତେବେ ମୋଟ ୧୪୭ ବିଧାନସଭା ଆସନ ମଧ୍ୟରୁ ଆଉ ୧୨ ବିଧାନସଭା ଆସନରେ ବିଜେଡିର ପ୍ରାର୍ଥୀ ଘୋଷଣା ହୋଇନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    25.9 ° C
    25.9 °
    25.9 °
    31 %
    2.5kmh
    0 %
    Mon
    25 °
    Tue
    26 °
    Wed
    25 °
    Thu
    25 °
    Fri
    25 °

    ସମ୍ବନ୍ଧିତ