Wednesday, April 8, 2026
22.9 C
Odisha

    ବିଜେଡି ନେଲା ରାଜ୍ୟସଭା ଫର୍ମ, ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବ ବୈଠକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :  ରାଜ୍ୟସଭା ନିର୍ବାଚନ ପାଇଁ ଫର୍ମ ନେଲା ବିଜେଡି । ରାଜ୍ୟସଭା ସାଂସଦ ସସ୍ମିତ ପାତ୍ର ନେଲେ ୬ ସେଟ୍ ଫର୍ମ । ଆଜିଠାରୁ ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜ୍ଞପ୍ତି ପ୍ରକାଶ ପରେ ତିନି ରାଜନୈତିକ ଦଳରେ ତତ୍ପରତା ପ୍ରକାଶ ପାଇଛି । ଆଜି ବସିବ ବିଜେଡିର ରାଜନୈତିକ ବ୍ୟାପାର କମିଟି ବୈଠକ । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହେବ ବୈଠକ। ରାଜ୍ୟସଭା ନିର୍ବାଚନ ଥିବାରୁ ଏହା ଗୁରୁତ୍ୱ ବହନ କରୁଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    22.9 ° C
    22.9 °
    22.9 °
    85 %
    1.8kmh
    18 %
    Wed
    38 °
    Thu
    37 °
    Fri
    39 °
    Sat
    39 °
    Sun
    40 °

    ସମ୍ବନ୍ଧିତ