Saturday, October 10, 2026
24.4 C
Odisha

    ବିଜେପିରେ ମିଶିବେ ଅନନ୍ତ ଦାସଙ୍କ ପୁଅ ଅଭିଜିତ୍

    ଆଗକୁ ପଢନ୍ତୁ

    ଭୁବନେଶ୍ଵର  : ବିଜେପିରେ ମିଶିବେ ଅନନ୍ତ ଦାସଙ୍କ ପୁଅ  ଅଭିଜିତ ଦାସ।  ଅଭିଜିତ୍ କହିଛନ୍ତି ମୁଁ ଓ ମୋ ପରିବାର ଖୁବ୍ ଶୀଘ୍ର ପଦ୍ମ ଧରିବାକୁ ଯାଉଛୁ। ବାପାଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବା ପାଇଁ ମୁଁ ଏଭଳି ନିଷ୍ପତ୍ତି ନେଇଛି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ ଅଭିଜିତ ଭେଟିଛନ୍ତି। ବିଜେପିର କିଛି ଟାଣୁଆ ନେତାଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି। ଖୁବ୍ ଶୀଘ୍ର ସେ ବିଜେପିରେ ସାମିଲ ହେବେ ବୋଲି ସୂଚନା ଦେଇଛନ୍ତି। ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ଦିବଂଗତ ନେତା ହେଉଛନ୍ତି ଅନନ୍ତ ଦାସ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.4 ° C
    24.4 °
    24.4 °
    79 %
    1.5kmh
    0 %
    Sat
    24 °
    Sun
    30 °
    Mon
    30 °
    Tue
    30 °
    Wed
    30 °

    ସମ୍ବନ୍ଧିତ