Monday, March 30, 2026
36.2 C
Odisha

    ବିଜେପି ପାର୍ଟି ଅଫିସରେ ଗଣ୍ଡଗୋଳ

    ଆଗକୁ ପଢନ୍ତୁ

    ପୁଣିଥରେ ପଦାରେ ପଡ଼ିଲା ବିଜେପିର ଗୋଷ୍ଠୀ କନ୍ଦଳ। ବିଜେପି ପାର୍ଟି ଅଫିସରେ ଗଣ୍ଡଗୋଳ । ଧର୍ମଶାଳା ବିଧାନସଭା ଆସନ ପାଇଁ ପ୍ରାର୍ଥୀତ୍ବକୁ ନେଇ ଗଣ୍ଡଗୋଳ । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ହିମାଂଶୁଙ୍କ ଗୋଷ୍ଠୀର ହଙ୍ଗାମା । ଧର୍ମଶାଳାରୁ ସ୍ମୃତିରେଖା ପହିଙ୍କୁ ପ୍ରାର୍ଥୀ କରିଥିଲା ଦଳ । ଏହାକୁ ବିରୋଧ କରି ପାର୍ଟି ଅଫିସରେ ତୁମୁଳକାଣ୍ଡ ଦେଖା ଦେଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    36.2 ° C
    36.2 °
    36.2 °
    23 %
    1.8kmh
    0 %
    Mon
    41 °
    Tue
    38 °
    Wed
    39 °
    Thu
    40 °
    Fri
    40 °

    ସମ୍ବନ୍ଧିତ