Tuesday, April 7, 2026
24.4 C
Odisha

    ବିଜେପି ବିଧାୟକ ଦଳ ବୈଠକରେ ବଡ଼ ନିଷ୍ପତ୍ତି, ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କମିବ କି ବିଧାୟକଙ୍କ ଦରମା  ?  ବିଜେପି ବିଧାୟକ ଦଳ ବୈଠକରେ ବଡ଼ ନିଷ୍ପତ୍ତି । ବୈଠକରେ ବିଧାୟକଙ୍କ ଦରମା ବୃଦ୍ଧି ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଛି  ।  ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ପ୍ରସ୍ତାବ ଦେଇଛନ୍ତି ବିଜେପି ବିଧାୟକ  ।  ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦିଆଯାଇଥିବା କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ  ।  ନିକଟରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ବର୍ଦ୍ଧିତ ଦରମା ନେବେ ନାହିଁ  ।  ଏହି ଅର୍ଥକୁ ଓଡ଼ିଶାଙ୍କ ଗରିବ ଲୋକଙ୍କ ବିକାଶ କାର୍ଯ୍ୟରେ ଲଗାଇବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଅନୁରୋଧ କରିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    24.4 ° C
    24.4 °
    24.4 °
    67 %
    0.7kmh
    25 %
    Tue
    36 °
    Wed
    38 °
    Thu
    38 °
    Fri
    38 °
    Sat
    37 °

    ସମ୍ବନ୍ଧିତ