Friday, April 3, 2026
33.6 C
Odisha

    ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆଙ୍କ ନାମାଙ୍କନ ପତ୍ର ଦାଖଲ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : କମ୍ପିଲାଣି ନୂଆପଡ଼ା ମୈଦାନ । ବିଜେପି ବିଧାୟକ ପ୍ରାର୍ଥୀ ଜୟ ଢୋଲକିଆ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନାମାଙ୍କନ ବେଳେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ଉପସ୍ଥିତ ଥିଲେ । ବରିଷ୍ଠ ବିଜେପି ନେତା ବସନ୍ତ ପଣ୍ଡା ମଧ୍ୟ ଉପସ୍ଥିତ ଥିଲେ। ଖରିଆର ରୋଡ ବାସଭବନରୁ ମାଆଙ୍କ ଆଶୀର୍ବାଦ ନେଇ ବାହାରିଥିଲେ ଜୟ। ଦଳୀୟ କର୍ମୀ ଓ ସମର୍ଥକଙ୍କ ସହ ଶୋଭାଯାତ୍ରାରେ ଆସିଥିଲେ। ମନ୍ତ୍ରୀ, ବିଧାୟକ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ପ୍ରାର୍ଥୀପତ୍ର ଦାଖଲ କରି ବାପା ରାଜେନ୍ଦ୍ର ଢୋଲକିଆଙ୍କ ଅଧୁରା ସ୍ବପ୍ନକୁ ପୂରଣ କରିବେ ବୋଲି କହିଛନ୍ତି ଜୟ ଢୋଲକିଆ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.6 ° C
    33.6 °
    33.6 °
    23 %
    0.6kmh
    100 %
    Fri
    34 °
    Sat
    39 °
    Sun
    36 °
    Mon
    38 °
    Tue
    37 °

    ସମ୍ବନ୍ଧିତ