Thursday, October 22, 2026
30.1 C
Odisha

    ବିଜୟା ଦଶମୀରେ ଖସିଲା ସୁନା ଓ ରୁପା ଦାମ୍, କିଣିବା ପୂର୍ବରୁ ଦର ଉପରେ ପକାନ୍ତୁ ନଜର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୬,୦୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୩,୮୯୦ ଟଙ୍କା ଛୁଇଁଛି ।

    ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୪୬,୦୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ ସୁନାର ମୂଲ୍ୟ ୧,୩୩,୮୯୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ମୂଲ୍ୟ ୧,୪୬,୦୭୦ ଟଙ୍କା ଓ ୨୨ କ୍ୟାରଟେ ମୂଲ୍ୟ ୧,୩୩,୮୯୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୬,୨୨୦ ଟଙ୍କା ଓ ୨୨ କ୍ୟାରଟେ ୧,୩୪,୦୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୬,୦୭୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୩,୮୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୬,୦୭୦ ଓ ୨୨ କ୍ୟାରେଟ ମୂଲ୍ୟ ଦର ୧,୩୩,୮୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୨୯,୯୦୦ ଟଙ୍କା ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    30.1 ° C
    30.1 °
    30.1 °
    49 %
    1.8kmh
    38 %
    Thu
    30 °
    Fri
    29 °
    Sat
    29 °
    Sun
    28 °
    Mon
    27 °

    ସମ୍ବନ୍ଧିତ