Saturday, May 2, 2026
41.6 C
Odisha

    ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକ ନିଲମ୍ବିତ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ବିଧାନସଭାରୁ କଂଗ୍ରେସର ୧୨ ଜଣ ବିଧାୟକ ନିଲମ୍ବିତ ହୋଇଛନ୍ତି । ଗୃହ ଭିତରେ ବିଶୃଙ୍ଖଳିତ ଆଚରଣ ପାଇଁ ୭ଟି କାର୍ଯ୍ୟଦିବସ ପାଇଁ ନିଲମ୍ବିତ କରିଛନ୍ତି ବାଚସ୍ପତି । ଦଳର ମୋଟ ୧୪ ବିଧାୟକଙ୍କ ଭିତରୁ ତାରା ବାହିନୀପତି ଏବଂ ରମେଶ ଜେନାଙ୍କ ବ୍ୟତୀତ ବାକି ସମସ୍ତ ୧୨ ଜଣଙ୍କୁ ନିଲମ୍ବିତ କରାଯାଇଛି । ରାମଚନ୍ଦ୍ର କାଡାମ, ସିଏସ୍‌ ରାଜନ ଏକ୍କା, ଦାସରଥୀ ଗମାଙ୍ଗ, ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ, ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା, କାଡ୍ରାକା ଆପାଲାସ୍ବାମୀ, ନୀଳମାଧବ ହିକକା ଏବଂ ସୋଫିଆ ଫିର୍ଦ୍ଦୋସ ନିଲମ୍ବିତ ହୋଇଛନ୍ତି । କହିରଖୁଛୁ ସରକାରୀ ଦଳ ମୁଖ୍ୟ ସଚେତକ ନିଲମ୍ବନ ପାଇଁ ପ୍ରସ୍ତାବ ଆଣିଥିଲେ । ଅନ୍ୟପଟେ ଦଳର ବରିଷ୍ଠ ନେତା ନରସିଂହ ମିଶ୍ର ଏହାକୁ ନିନ୍ଦା କରି ଗଣତନ୍ତ୍ରକୁ ହତ୍ୟା କରାଯାଇଥିବା କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    41.6 ° C
    41.6 °
    41.6 °
    13 %
    6kmh
    25 %
    Sat
    41 °
    Sun
    42 °
    Mon
    41 °
    Tue
    33 °
    Wed
    38 °

    ସମ୍ବନ୍ଧିତ