Wednesday, February 18, 2026
32 C
Odisha

    ବିଧାନସଭାରେ ଅଚଳାବସ୍ଥା: ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :  ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ଦିନରେ ଧୋଇଗଲା ପ୍ରଶ୍ନକାଳ । ଆଜି ଗୃହରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକମାନେ ଧାନମଣ୍ଡି ପ୍ରସଙ୍ଗରେ ସରକାରଙ୍କୁ ଘେରିଥିଲେ । ଗୃହର ମଧ୍ୟ ଭାଗରେ ହୋହଲ୍ଲା ଓ ନାରାବାଜି କରିଥିଲେ । ଫଳରେ ବାଚସ୍ପତି ସୁରମା ପାଢୀ ଗୃହକୁ ପ୍ରଥମେ ୧୧ଟା ୩୦ମିନିଟ ପର୍ଯ୍ୟନ୍ତ ମୁଲତବୀ ରଖିଥିଲେ । ହେଲେ ଏହାପରେ ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ମଧ୍ୟ ପୁଣି ଥରେ ସମାନ ପ୍ରସଙ୍ଗରେ ହୋହଲ୍ଲା କରିଥିଲେ ।

    ଗୃହ କାର୍ଯ୍ୟରେ ବାରମ୍ବାର ସୃଷ୍ଟି ହେବାରୁ ବାଚସ୍ପତି ଆଜି ପାଇଁ ଗୃହକୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ମୁଲତବୀ ରଖିଛନ୍ତି। ଧାନମଣ୍ଡି ସମସ୍ୟାକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ଓ ବିଜେଡି ବିଧାୟକ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    32 ° C
    32 °
    32 °
    19 %
    2.5kmh
    0 %
    Wed
    33 °
    Thu
    34 °
    Fri
    35 °
    Sat
    37 °
    Sun
    36 °

    ସମ୍ବନ୍ଧିତ