Tuesday, September 8, 2026
31.1 C
Odisha

    ବିଧାନସଭାରେ ରାଜ୍ୟପାଳଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେଶନ। ରାଜ୍ଯପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଅଧିବେଶନ । ରାଜ୍ୟପାଳ ହରବାବୁ କମ୍ଭମପତି ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ମନମୋହନ ସିଂହଙ୍କ ସମେତ ରାଜ୍ୟର ଦିବଙ୍ଗତ ବିଧାୟକ ଓ ମନ୍ତ୍ରୀମାନଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହାପୂର୍ବରୁ ବିଧାନସଭା ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.1 ° C
    31.1 °
    31.1 °
    64 %
    3.7kmh
    95 %
    Tue
    31 °
    Wed
    31 °
    Thu
    30 °
    Fri
    29 °
    Sat
    30 °

    ସମ୍ବନ୍ଧିତ