Sunday, September 20, 2026
28.5 C
Odisha

    ବିଧାନସଭାରେ ଶପଥ ନେଲେ ଜୟ ଢୋଲକିଆ, ବାଚସ୍ପତି କରାଇଲେ ଶପଥପାଠ

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଶପଥ ନେଲେ ନୂଆପଡ଼ା ନବନିର୍ବାଚିତ ବିଧାୟକ ଜୟ ଢୋଲକିଆ । ଦିନ ୧ଟା ବେଳେ ଓଡ଼ିଶା ବିଧାନସଭାରେ ଶପଥ ଗ୍ରହଣ କରିଛନ୍ତି ଜୟ । ଜୟଙ୍କୁ ଶପଥ ପାଠ କରାଇଛନ୍ତି ବାଚସ୍ପତି ସୁରମା ପାଢୀ । ମା’ ଓ ପତ୍ନୀଙ୍କ ସହିତ ବିଧାନସଭାରେ ଶପଥ ନେଇଛନ୍ତି ଜୟ ।ନୂଆପଡା ଉପନିର୍ବାଚନରେ ୮୩ ହଜାରରୁ ଅଧିକ ଭୋଟରେ ବିଜୟୀ ହୋଇଥିଲେ ଜୟ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    28.5 ° C
    28.5 °
    28.5 °
    72 %
    2.1kmh
    70 %
    Sun
    30 °
    Mon
    31 °
    Tue
    31 °
    Wed
    31 °
    Thu
    24 °

    ସମ୍ବନ୍ଧିତ