Friday, October 23, 2026
23.2 C
Odisha

    ବିଧାନସଭା ପରିସରରେ ଗାନ୍ଧୀ ଜୟନ୍ତୀ ପାଳିତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆଜି ଦେଶ ପାଳୁଛି ୧୫୭ତମ ଗାନ୍ଧୀ ଜୟନ୍ତୀ। ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳନ ଅବସରରେ ବିଧାନସଭା ପରିସରରେ ଥିବା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ, ବାଚସ୍ପତି, ଉପମୁଖ୍ୟମନ୍ତ୍ରୀ,ମନ୍ତ୍ରୀ , ବିଧାୟକ ଓ ଅନ୍ୟାନ୍ୟ ଅତିଥି ବୃନ୍ଦ ଶ୍ରାଦ୍ଧସୁମନ ଅର୍ପଣ କରିଛନ୍ତି। ଆଜି ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜନ୍ମଜୟନ୍ତୀ। ଏନେଇ ଭୁବନେଶ୍ୱର ଓଡ଼ିଶା ବିଧାନସଭା ପରିସରରେ ଆୟୋଜିତ ହୋଇଛି ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ସମାରୋହ। ଏହି ଅବସରରେ ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ବାଚସ୍ପତି ସୁରମା ପାଢ଼ୀଙ୍କ ସମେତ ବିଶିଷ୍ଟ ଅତିଥିମାନେ ଯୋଗଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    23.2 ° C
    23.2 °
    23.2 °
    72 %
    0.7kmh
    30 %
    Fri
    29 °
    Sat
    29 °
    Sun
    28 °
    Mon
    27 °
    Tue
    28 °

    ସମ୍ବନ୍ଧିତ