Thursday, October 8, 2026
22.2 C
Odisha

    ବିପର୍ଯ୍ୟୟ ପ୍ରଶମନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ: ପି. କେ. ମିଶ୍ର

    ଆଗକୁ ପଢନ୍ତୁ

    ଜେନେଭା:  ସ୍ବିଜରଲ୍ୟାଣ୍ଡର ଜେନେଭାଠାରେ ଜାତିସଂଘ ପକ୍ଷରୁ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଅଷ୍ଟମ ବୈଶ୍ବିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ବିପର୍ଯ୍ୟୟ ପ୍ରଶମନ ପ୍ରତି ଭାରତର ପ୍ରତିଶ୍ରୁତିବଦ୍ଧତାକୁ ଦୋହରାଇଛନ୍ତି। ଡଃ ମିଶ୍ର ଏହି ମଞ୍ଚର ଉଦ୍‌ଘାଟନୀ ସମାରୋହରେ ମଧ୍ୟ ଅଂଶଗ୍ରହଣ କରିଥିଲେ, ଯେଉଁଥିରେ ସେ ବିପର୍ଯ୍ୟୟ ପ୍ରସ୍ତୁତି ଏବଂ ସ୍ଥିତିସ୍ଥାପକତା-ନିର୍ମାଣ ପ୍ରତି ଭାରତର ସକ୍ରିୟ ଆଭିମୁଖ୍ୟ ଉପରେ ଆଲୋକପାତ କରିଥିଲେ ।  ଏହା ଏକ ସୁରକ୍ଷିତ ଏବଂ ଭବିଷ୍ୟତ ପାଇଁ ଭାରତର ଯୋଗଦାନକୁ ସୁଦୃଢ଼ କରିଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ