Saturday, September 12, 2026
24 C
Odisha

    ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଆହତଙ୍କୁ ସର୍ବୋତ୍ତମ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ

    ଆଗକୁ ପଢନ୍ତୁ

    ରାଉରକେଲା: ରାଉରକେଲାରେ ବିମାନ ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ତୁରନ୍ତ ସର୍ବୋତ୍ତମ ଚିକିତ୍ସା ସେବା ଯୋଗାଇବା ପାଇଁ ସେ ନିର୍ଦ୍ଦେଶ ଦେଇଥିବା ସୋସିଆଲ ମିଡିଆ X ରେ ସୂଚନା ଦେଇଛନ୍ତି । ସେ ବ୍ୟକ୍ତିଗତ ଭାବେ ସ୍ଥିତି ଉପରେ ନଜର ରଖିଥିବା କହିଛନ୍ତି । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24 ° C
    24 °
    24 °
    97 %
    2.2kmh
    100 %
    Fri
    24 °
    Sat
    25 °
    Sun
    30 °
    Mon
    31 °
    Tue
    30 °

    ସମ୍ବନ୍ଧିତ