Tuesday, March 24, 2026
29.2 C
Odisha

    ବିଲରେ କାମ କରୁଥିବାବେଳେ ବଜ୍ରପାତ, ୨ ଚାଷୀଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ବାରିପଦା: ମୟୂରଭଞ୍ଜ ଜିଲ୍ଲାର ବେତନଟୀ ଥାନା ଅନ୍ତର୍ଗତ ଡୁମାପଦା ଗ୍ରାମରେ ଅଘଟଣ। ବଜ୍ରପାତରେ ଚାଲିଗଲା ଦୁଇ ଚାଷୀଙ୍କ ଜୀବନ। ବେତନଟୀ ଥାନା ଅଧୀନ ଖଡ଼ିଶୋଳ ପଞ୍ଚାୟତର ଡ଼ୁମାପଦା ଗାଁରେ କ୍ଷେତରେ କାମ କରୁଥିବାବେଳେ ଅପରାହ୍ନରେ ବଜ୍ରପାତରେ ଚାଲିଗଲା ଦୁଇ ଚାଷୀଙ୍କ ଜୀବନ। ମୃତକମାନେ ହେଉଛନ୍ତି ବେତନଟୀ ଥାନା ଅଧୀନ ଭୁଡୁରୁବଣି ଗାଁର ସ୍ବର୍ଗତ ଅନୁକୂଳ ମହାନ୍ତଙ୍କ ପୁଅ ଗୋବିନ୍ଦ (୫୨) ଏବଂ ଶଙ୍ଖଯୋଡ଼ ଗ୍ରାମର ରାମ ହାଁସଦାର ପୁଅ ଶିବ ହାଁସଦା (୩୦)। ଏନେଇ ବେତନଟୀ ପୁଲିସ ଦୁଇଟି ପୃଥକ ମାମଲା ରୁଜୁକରି ପଞ୍ଚନାମା କରାଇବା ସହିତ ବ୍ୟବଚ୍ଛେଦ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.2 ° C
    29.2 °
    29.2 °
    24 %
    0.5kmh
    0 %
    Tue
    31 °
    Wed
    38 °
    Thu
    38 °
    Fri
    41 °
    Sat
    40 °

    ସମ୍ବନ୍ଧିତ