Monday, March 23, 2026
20.3 C
Odisha

    ବିଲରେ କାମ କରୁଥିବା ବେଳେ ବଜ୍ରାଘାତ : ୨ ଯୁବକ ମୃତ

    ଆଗକୁ ପଢନ୍ତୁ

    ସୋର: ବାଲେଶ୍ବର ଜିଲ୍ଲା ସୋର ବ୍ଲକ ଗୋପୀନାଥପୁର ପଞ୍ଚାୟତ ରାଇପୀତାମ୍ବର ଗାଁରେ ବଜ୍ରାଘାତରେ ୨ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତିି। ମୃତକମାନେ ହେଉଛନ୍ତି ରାଇପୀତାମ୍ବର ଗାଁର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳ। ଆହତ ଜଣଙ୍କ ହେଉଛନ୍ତି ସେହି ଗାଁର ସୁରେନ୍ଦ୍ର ସାହୁ। ଆଜି ଅପରାହ୍ନରେ ବିଲକୁ କାମ କରିବାକୁ ଯାଇଥିବା ବେଳେ ବଜ୍ରାଘାତର ଶିକାର ହୋଇଥିଲେ। ପରିବାର ଲୋକେ ସମସ୍ତଙ୍କୁ ଉଦ୍ଧାର କରି ସୋର ଡାକ୍ତର ଖାନାକୁ ଆଣିଥିବା ବେଳେ ସେଠାରେ ଡାକ୍ତର ବସନ୍ତ ଦାସ ଓ ନରେନ୍ଦ୍ର ବିଶ୍ୱାଳକୁ ମୃତ ଘୋଷଣା କରିଥିବା ବେଳେ ସୁରେନ୍ଦ୍ରଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    20.3 ° C
    20.3 °
    20.3 °
    41 %
    1.2kmh
    0 %
    Mon
    33 °
    Tue
    36 °
    Wed
    37 °
    Thu
    39 °
    Fri
    40 °

    ସମ୍ବନ୍ଧିତ