Sunday, September 20, 2026
23.4 C
Odisha

    ବିଶାକ୍ତ ସାପ କାମୁଡାରେ ମହିଳା ସରପଞ୍ଚଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ରାୟଗଡା  : ସାପ କାମୁଡ଼ାରେ ସରପଞ୍ଚଙ୍କ ମୃତ୍ୟୁ । ରାୟଗଡା ବ୍ଲକ କୁଲି ପଞ୍ଚାୟତ ସରପଞ୍ଚ ମାଙ୍ଗି କାଡ୍ରାକାଙ୍କର ବିଳମ୍ବିତ ରାତିରେ ମୃତ୍ୟୁ ହୋଇଛି । ରାତିରେ ଘରେ ଶୋଇଥିବା ବେଳେ କାମୁଡ଼ିଥିଲା ଗୋଟେ ବିଷାକ୍ତ ସାପ । ସଙ୍ଗେ ସଙ୍ଗେ ସରପଞ୍ଚଙ୍କୁ ଜିଲ୍ଲା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । କିନ୍ତୁ ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ । ସରପଞ୍ଚଙ୍କ ମୃତ୍ୟୁକୁ ନେଇ ଅଞ୍ଚଳରେ ଶୋକାକୁଳ ପରିବେଶ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.4 ° C
    23.4 °
    23.4 °
    96 %
    1.5kmh
    69 %
    Sun
    30 °
    Mon
    29 °
    Tue
    30 °
    Wed
    27 °
    Thu
    25 °

    ସମ୍ବନ୍ଧିତ