Tuesday, April 7, 2026
26.1 C
Odisha

    ବିଶ୍ୱ ବିଜେତା ୪ ଓଡ଼ିଆ ଦୃଷ୍ଟିବାଧିକ କ୍ରିକେଟରଙ୍କୁ ଭବ୍ୟ ସ୍ୱାଗତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :   ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ବିଶ୍ୱ ବିଜେତା ଦୃଷ୍ଟିବାଧିକ ଓଡ଼ିଆ କ୍ରି୍କେଟର । ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରରେ ରହିଥିଲେ ୪ଜଣ ଓଡ଼ିଆ ଖେଳାଳି । ଫୁଲ ସୋରେନ୍‌, ବାସନ୍ତୀ ହାଁସଦାଳ ଯମୁନାରାଣୀ ଟୁଡୁ, ପାର୍ବତୀ ମାରାଣ୍ଡି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ସେମି ଫାଇନାଲ ଓ ଫାଇନାଲରେ ଭରତକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏହି ୪ଜଣ ଖେଳାଳି ।

    ଗତ ୨୩ ନଭେମ୍ବରରେ ଇତିହାସ ରଚିଥିଲେ ଦୃଷ୍ଟିବାଧିତ ମହିଳା ଟି-୨୦ ଦଳ । କଲମ୍ବୋରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ଭାରତ ୭ୱିକେଟରେ ନେପାଳକୁ ପରାସ୍ତ କରି ବିଜୟୀ ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.1 ° C
    26.1 °
    26.1 °
    59 %
    3.2kmh
    82 %
    Tue
    31 °
    Wed
    39 °
    Thu
    37 °
    Fri
    39 °
    Sat
    39 °

    ସମ୍ବନ୍ଧିତ