Saturday, October 31, 2026
21.5 C
Odisha

    ବିଶ୍ୱ ବିଜେତା ୪ ଓଡ଼ିଆ ଦୃଷ୍ଟିବାଧିକ କ୍ରିକେଟରଙ୍କୁ ଭବ୍ୟ ସ୍ୱାଗତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର  :   ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି ବିଶ୍ୱ ବିଜେତା ଦୃଷ୍ଟିବାଧିକ ଓଡ଼ିଆ କ୍ରି୍କେଟର । ଟି-୨୦ ଦୃଷ୍ଟିବାଧିତ ବିଶ୍ୱକପ ଦଳରରେ ରହିଥିଲେ ୪ଜଣ ଓଡ଼ିଆ ଖେଳାଳି । ଫୁଲ ସୋରେନ୍‌, ବାସନ୍ତୀ ହାଁସଦାଳ ଯମୁନାରାଣୀ ଟୁଡୁ, ପାର୍ବତୀ ମାରାଣ୍ଡି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେମାନଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି । ସେମି ଫାଇନାଲ ଓ ଫାଇନାଲରେ ଭରତକୁ ବିଜୟୀ କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ ଏହି ୪ଜଣ ଖେଳାଳି ।

    ଗତ ୨୩ ନଭେମ୍ବରରେ ଇତିହାସ ରଚିଥିଲେ ଦୃଷ୍ଟିବାଧିତ ମହିଳା ଟି-୨୦ ଦଳ । କଲମ୍ବୋରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ଭାରତ ୭ୱିକେଟରେ ନେପାଳକୁ ପରାସ୍ତ କରି ବିଜୟୀ ହୋଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    21.5 ° C
    21.5 °
    21.5 °
    98 %
    1.1kmh
    32 %
    Sat
    28 °
    Sun
    28 °
    Mon
    29 °
    Tue
    28 °
    Wed
    28 °

    ସମ୍ବନ୍ଧିତ