Sunday, October 4, 2026
24.3 C
Odisha

    ବୁଧବାର ଶଙ୍ଖ ଭବନରେ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ନବୀନ

    ଆଗକୁ ପଢନ୍ତୁ

    ବିଜୁ ଜନତା ଦଳର ସଭ୍ୟ ସଂଗ୍ରହ ଅଭିଯାନ ଆସନ୍ତାକାଲି ପୁଣ୍ୟାତ୍ମା ଉକ୍ରଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜନ୍ମତିଥିରେ ଶୁଭାରମ୍ଭ ହେବ। ଏହାକୁ ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶଙ୍ଖ ଭବନ ଠାରେ ଶୁଭାରମ୍ଭ କରିବେ। ଏହା ସହିତ ଜିଲ୍ଲା ସଦର ମହକୁମାରେ ଜିଲ୍ଲାର ସମସ୍ତ ନେତୃବୃନ୍ଦ ଭର୍ଚୁଆଲ ମାଧ୍ୟମରେ ଶଙ୍ଖ ଭବନ କାର୍ଯ୍ୟକ୍ରମ ସହିତ ଯୋଡି ହେବେ। ଆଜି ବିଜେଡି ମୁଖ୍ୟାଳୟ ଶଙ୍ଖ ଭବନ ଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜେଡି ସମନ୍ୱୟ କମିଟିର ଅଧ୍ୟକ୍ଷ ଦେବୀ ପ୍ରସାଦ ମିଶ୍ର, ସଭ୍ୟ ସଂଗ୍ରହ ଅଭିଯାନ କମିଟିର ଆବାହକ ଅତନୁ ସବ୍ୟସାଚୀ ନାୟକ ଓ କାର୍ଯ୍ୟକ୍ରମ ରୂପାନ୍ତରଣ କମିଟିର ଆବାହକ ସଞ୍ଜୟ ଦାସବର୍ମା ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ବିଷୟରେ ସୂଚନା ଦେଇଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.3 ° C
    24.3 °
    24.3 °
    75 %
    1.5kmh
    0 %
    Sun
    24 °
    Mon
    31 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ