Tuesday, March 31, 2026
35.4 C
Odisha

    ବେଙ୍ଗଲୀ ସମେତ ଏହି ସବୁ ଭାଷାକୁ ମିଳିଲା ଶାସ୍ତ୍ରୀୟ ଭାଷା ମାନ୍ୟତା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: କେନ୍ଦ୍ର ସରକାର ଗୁରୁବାର ମରାଠୀ ଏବଂ ବଙ୍ଗାଳୀ ସମେତ ଆଉ ପାଞ୍ଚଟି ଭାରତୀୟ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିଛନ୍ତି। ଶାସ୍ତ୍ରୀୟ ଭାଷା ଭାବରେ ମାନ୍ୟତା ପାଇଥିବା ପାଞ୍ଚଟି ଭାଷା ହେଉଛି ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ।
    ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଗୁରୁବାର ଗଣମାଧ୍ୟମକୁ ସୂଚନା ଦେଇ ଏହି ନିଷ୍ପତ୍ତି ଘୋଷଣା କରିଛନ୍ତି।ପୂର୍ବରୁ ତାମିଲ, ସଂସ୍କୃତ, ତେଲୁଗୁ, କନ୍ନଡ, ମାଲାୟାଲମ୍ ଏବଂ ଓଡିଆ ଏହି ମାନ୍ୟତା ପାଇଥିବା ବେଳେ ବର୍ତମାନ ଭାରତୀୟ ଶାସ୍ତ୍ରୀୟ ମାନ୍ୟତାପ୍ରାପ୍ତ ଭାଷା ସଂଖ୍ୟା ୧୧ ରେ ପହଞ୍ଚିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.4 ° C
    35.4 °
    35.4 °
    22 %
    2.9kmh
    45 %
    Tue
    37 °
    Wed
    38 °
    Thu
    40 °
    Fri
    39 °
    Sat
    40 °

    ସମ୍ବନ୍ଧିତ