Monday, October 19, 2026
21.9 C
Odisha

    ବେଲେଶ୍ଵର ବେଳାଭୂମିରେ ଅଘଟଣ, ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀ ମୃତ

    ଆଗକୁ ପଢନ୍ତୁ

    ପୁରୀ : ପିକନିକ୍ ଆସି ସମୁଦ୍ରରେ ବୁଡ଼ି ଛାତ୍ରୀଙ୍କ ମୃତ୍ୟୁ । ମୃତ ଛାତ୍ରୀ କଟକ ବକ୍ସି ବଜାର ବଣିଆ ସାହିର ଶିଳ୍ପାଶ୍ରୀ ସାହୁ । ପୁରୀ ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ଘଟିଛି ଅଘଟଣ । ମୃତଦେହ ଜବତ କରାଯାଇ ସଦର ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । କୋଚିଂ ସେଣ୍ଟର ପିଲାମାନେ ପିକନିକ୍ ଆସିଥିଲେ । ଶିକ୍ଷକ ବିଶ୍ୱଜିତ୍ ସାହୁ ମଧ୍ୟ ଗୁରୁତର ହୋଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    21.9 ° C
    21.9 °
    21.9 °
    90 %
    1.5kmh
    57 %
    Sun
    22 °
    Mon
    30 °
    Tue
    30 °
    Wed
    30 °
    Thu
    29 °

    ସମ୍ବନ୍ଧିତ