Wednesday, December 17, 2025
13.9 C
Odisha

    ବୈଜୟନ୍ତଙ୍କୁ ଗୁରୁ ଦାୟିତ୍ୱ ଦେଲେ ବାଚସ୍ପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେପି ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ୱ ଦେଲେ ବାଚସ୍ପତି ସୁରମା ପାଢ଼ୀ। ବୈଜୟନ୍ତ ପଣ୍ଡା ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। କମିଟିରେ ଲୋକ ସଭାରୁ ୧୫, ରାଜ୍ୟ ସଭାରୁ ୭ ସଦସ୍ୟଙ୍କୁ ଚୟନ କରାଯାଇଛି। କମିଟିରେ ତାରିକ ଅନୱାର, ସୁଦୀପ ବନ୍ଦୋପାଧ୍ୟାୟ, କାନିମୋଇ ସଦସ୍ୟ ହୋଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ, ଦେବାଶିଷ ସାମନ୍ତରାୟ, ଅରୁଣ ସିଂହଙ୍କ ନାମ ମଧ୍ୟ ଏହି ଲିଷ୍ଟରେ ଅଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    13.9 ° C
    13.9 °
    13.9 °
    53 %
    1.5kmh
    1 %
    Wed
    28 °
    Thu
    26 °
    Fri
    26 °
    Sat
    27 °
    Sun
    27 °

    ସମ୍ବନ୍ଧିତ