Sunday, September 13, 2026
28.7 C
Odisha

    ବୈଜୟନ୍ତଙ୍କୁ ଗୁରୁ ଦାୟିତ୍ୱ ଦେଲେ ବାଚସ୍ପତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବିଜେପି ଏମ୍‌ପି ବୈଜୟନ୍ତ ପଣ୍ଡାଙ୍କୁ ଗୁରୁ ଦାୟିତ୍ୱ ଦେଲେ ବାଚସ୍ପତି ସୁରମା ପାଢ଼ୀ। ବୈଜୟନ୍ତ ପଣ୍ଡା ସଂସଦର ପବ୍ଲିକ ଅଣ୍ଡରଟେକିଂ କମିଟି ଅଧ୍ୟକ୍ଷ ଭାବେ ମନୋନୀତ ହୋଇଛନ୍ତି। କମିଟିରେ ଲୋକ ସଭାରୁ ୧୫, ରାଜ୍ୟ ସଭାରୁ ୭ ସଦସ୍ୟଙ୍କୁ ଚୟନ କରାଯାଇଛି। କମିଟିରେ ତାରିକ ଅନୱାର, ସୁଦୀପ ବନ୍ଦୋପାଧ୍ୟାୟ, କାନିମୋଇ ସଦସ୍ୟ ହୋଇଥିବା ବେଳେ ପ୍ରତାପ ଷଡ଼ଙ୍ଗୀ, ଦେବାଶିଷ ସାମନ୍ତରାୟ, ଅରୁଣ ସିଂହଙ୍କ ନାମ ମଧ୍ୟ ଏହି ଲିଷ୍ଟରେ ଅଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    28.7 ° C
    28.7 °
    28.7 °
    75 %
    2.5kmh
    71 %
    Sun
    29 °
    Mon
    30 °
    Tue
    31 °
    Wed
    31 °
    Thu
    31 °

    ସମ୍ବନ୍ଧିତ