Sunday, November 9, 2025
15.9 C
Odisha

    ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ, କାହାରିକୁ ଛଡ଼ା ଯିବନି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ ଲୋକସେବା ଭବନରେ ବିଭିନ୍ନ ମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ। ବୈଠକରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ନିତ୍ୟାନନ୍ଦ ଗଣ୍ଡ, ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୁରଜ ଉପସ୍ଥିତ ଥିଲେ । ସମୂହ ଛୁଟି ନେଲେ ବିଭିନ୍ନ ବିଭାଗରେ ଅସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରିଥିଲେ । ଯିଏ ବି ଦୋଷୀ ଥାଉନା କାହିଁକି କାହାରିକୁ ଛଡ଼ା ଯିବନି। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ କଡା ନିର୍ଦ୍ଦେଶ । OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ ମନ୍ତ୍ରୀମାନଙ୍କ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ । ବୈଠକରେ ମୁଖ୍ୟମନ୍ତ୍ରୀ କଡା ନିର୍ଦ୍ଦେଶ ଦେଇଥିବା କହିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା । ବିଏମସି ଅତିରିକ୍ତ କମିଶନରଙ୍କୁ ମାଡ଼ ଘଟଣାରେ କାହାରିକୁ ବି ଛଡା ଯିବନି । ଯିଏ ବି ଏ କାଣ୍ଡ କରେଇଛି ସମସ୍ତଙ୍କୁ ଗିରଫ କରାଯିବ, କାର୍ଯ୍ୟାନୁଷ୍ଠାନ ହେବ । ଏହା ସହ ଓଏଏସ ଅଧିକାରୀଙ୍କ ଆନ୍ଦୋଳନର ଖୁବ୍ ଶୀଘ୍ର ସମାଧାନ ହେବ ବୋଲି କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    15.9 ° C
    15.9 °
    15.9 °
    73 %
    1.6kmh
    2 %
    Sun
    25 °
    Mon
    25 °
    Tue
    25 °
    Wed
    25 °
    Thu
    25 °

    ସମ୍ବନ୍ଧିତ