Sunday, October 4, 2026
29.6 C
Odisha

    ବୋଲେରୋ-ଟ୍ରକ୍‌ ମୁହାଁମୁହିଁ, ୬ ଗୁରୁତର

    ଆଗକୁ ପଢନ୍ତୁ

    ଭବାନୀପାଟଣା: କଳାହାଣ୍ଡି ଜିଲା ଭବାନୀପାଟଣା ଜାତୀୟ ରାଜପଥରେ ଶୁକ୍ରବାର ଏକ ବୋଲେରୋ ଏବଂ ଟ୍ରକ ସହ ମୁହାଁମୁହିଁ ଧକ୍କା ହେବାରୁ ୬ ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି, ଦୁର୍ଘଟଣା ପରେ ଟ୍ରକ୍‌ ଡ୍ରାଇଭର ଫେରାର ହୋଇଯାଇଥିବା ବେଳେ ଏନ୍‌ଏଚ୍‌ ୨୬ ଟିଟିଲାଗଡ଼ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଛତିଶଗଡ଼ରୁ ହୀରାକୁଦ ବୁଲିବାକୁ ଆସିଥିବା ବେଳେ ଏହି ଦୁର୍ଘଟଣା ଘଟିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    29.6 ° C
    29.6 °
    29.6 °
    53 %
    1.6kmh
    2 %
    Sun
    30 °
    Mon
    30 °
    Tue
    31 °
    Wed
    31 °
    Thu
    30 °

    ସମ୍ବନ୍ଧିତ