Tuesday, May 19, 2026
40 C
Odisha

    ବ୍ରହ୍ମପୁରରେ ମୁଖ୍ୟମନ୍ତ୍ରୀ, ଶିକ୍ଷକତା ଦିନକୁ ମନେପକାଇ ଭାବବିହ୍ୱଳ ହେଲେ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର : ବ୍ରହ୍ମପୁରରେ ମୁଖ୍ୟମନ୍ତ୍ରୀ । ନୀଳକଣ୍ଠ ନଗର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୪୨ ତମ ବାର୍ଷିକ ଉତ୍ସବରେ ଯୋଗ ଦେଲେ ମୋହନ ମାଝୀ । ଏହି ଅବସରରେ ଅଭିଭାଷଣ ରଖି ଭାବବିହ୍ୱଳ ହୋଇପଡ଼ିଥିଲେ ମୁଖ୍ୟମନ୍ତ୍ରୀ । ନିଜ ଶିକ୍ଷକତା ଦିନ ଗୁଡିକୁ ମନେପକାଇଥିଲେ ଏବଂ ଯେକୌଣସି ସରସ୍ଵତୀ ବିଦ୍ୟା ମନ୍ଦିରକୁ ଆସିଲେ ମୋତେ ତାହା ମୋର ଘର ବାହୁଡା ପରି ଲାଗିଥାଏ ବୋଲି କହିଥିଲେ ।

    ଉତ୍ତମ ଶିକ୍ଷା ପରିବେଶ ଓ ଗୁଣାତ୍ମକ ମାନର ଶିକ୍ଷାପ୍ରଦାନ ପାଇଁ ଏହି ବିଦ୍ୟାଳୟର ରାଜ୍ୟରେ ସୁନାମ ରହିଛି । ସରସ୍ୱତୀ ବିଦ୍ୟାମନ୍ଦିର ସମୂହ କେବଳ ପ୍ରତିଭାସମ୍ପନ୍ନ ବିଦ୍ୟାର୍ଥୀ ବନେଇ ନ ଥାଏ । ବିଦ୍ୟାର୍ଥୀଙ୍କୁ ଭାରତୀୟ ସଂସ୍କୃତି ଓ ପରମ୍ପରା ବିଷୟରେ ଶିକ୍ଷାଦାନ କରି ଉତ୍ତମ ନାଗରିକ ମଧ୍ୟ ଗଠନ କରିଥାଏ । ଏହି ବିଦ୍ୟାଳୟ ଯଥାର୍ଥରେ ଏହାକୁ ପ୍ରତିପାଦନ କରୁଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    40 ° C
    40 °
    40 °
    24 %
    3kmh
    18 %
    Tue
    43 °
    Wed
    45 °
    Thu
    46 °
    Fri
    45 °
    Sat
    45 °

    ସମ୍ବନ୍ଧିତ