Thursday, October 8, 2026
22.2 C
Odisha

    ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅଗ୍ନିକାଣ୍ଡ, ସ୍ତ୍ରୀ ଓ ପ୍ରସୂତି ବିଭାଗ ଦ୍ବିତୀୟ ମହଲାରେ ଅଗ୍ନିକାଣ୍ଡ

    ଆଗକୁ ପଢନ୍ତୁ

    ବ୍ରହ୍ମପୁର : ବ୍ରହ୍ମପୁର ଏମକେସିଜି ମେଡିକାଲରେ ଅଗ୍ନିକାଣ୍ଡ। ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଗ୍ନିକାଣ୍ଡ । ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲର ସ୍ତ୍ରୀ ଓ ପ୍ରସୂତି ବିଭାଗର ଦ୍ୱିତୀୟ ମହଲାରେ ଥିବା ଅପରେସନ ଥିଏଟରର ନିଶ୍ଚେତକ କକ୍ଷରେ ଅଗ୍ନିକାଣ୍ଡ ଘଟିଛି। ଖବର ପାଇ ଅଗ୍ନିଶମ ବିଭାଗ ଆସି ତୁରନ୍ତ ନିଆଁକୁ ଆୟତ୍ତ କରିଛନ୍ତି । ଅନେକ ବିଭାଗରେ ଅଗ୍ନି ନିରାପତ୍ତା ବ୍ୟବସ୍ଥା ନଥିବା ଅଗ୍ନିଶମ ଅଧିକାରୀ କହିଛନ୍ତି। ସେପଟେ ମେଡିକାଲର ପ୍ରିନ୍ସପାଲ ଓ ସୁପରିଣ୍ଟେଣ୍ଡେଣ୍ଟ ଘଟଣାସ୍ଥଳ ବୁଲି ଦେଖିଛନ୍ତି l

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.2 ° C
    22.2 °
    22.2 °
    88 %
    1.5kmh
    1 %
    Wed
    22 °
    Thu
    30 °
    Fri
    30 °
    Sat
    30 °
    Sun
    30 °

    ସମ୍ବନ୍ଧିତ