Wednesday, July 22, 2026
23.9 C
Odisha

    ବ୍ରହ୍ମପୁର ଦୁର୍ଘଟଣାରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ : ମୃତକଙ୍କ ପରିବାରକୁ ୪ଲକ୍ଷ ସହାୟତା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ବ୍ରହ୍ମପୁର ହଳଦିଆପଦର ଓଭର ବ୍ରିଜ୍‌ ନିକଟରେ ୩ଟି ବାଇକ ଉପରେ ଟ୍ରକ ମାଡିଯିବାରୁ ୫ଜଣଙ୍କର ଜବୀନ ଚାଲିଯାଇଛି । ଏହି ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୋହନ ଚରଣ ମାଝୀ । ହଳଦିଆପଦର ଠାରେ ଘଟିଥିବା ଏକ ଦୁଃଖଦ ସଡ଼କ ଦୁର୍ଘଟଣାରେ ଏକାଧିକ ଲୋକଙ୍କ ପ୍ରାଣହାନି ସମ୍ପର୍କରେ ଜାଣି ମୁଖ୍ୟମନ୍ତ୍ରୀ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି । ଏଥିସହ ପ୍ରତି ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ଲକ୍ଷ ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଏହି ଦୁର୍ଘଟଣାରେ ସମସ୍ତ ଆହତଙ୍କ ପାଇଁ ସର୍ବୋତ୍ତମ ଚିକିତ୍ସା ସେବା ସୁନିଶ୍ଚିତ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.9 ° C
    23.9 °
    23.9 °
    90 %
    2.4kmh
    100 %
    Wed
    24 °
    Thu
    28 °
    Fri
    28 °
    Sat
    30 °
    Sun
    31 °

    ସମ୍ବନ୍ଧିତ