Friday, October 2, 2026
22.9 C
Odisha

    ଖଣ୍ଡଗିରିରେ ବ୍ରାଉନସୁଗାର ବେପାରୀକୁ ଏନକାଉଣ୍ଟର

    ଆଗକୁ ପଢନ୍ତୁ

    ଭୁବନେଶ୍ବର : ଖଣ୍ଡଗିରି ଅଞ୍ଚଳରେ ଏକ ବ୍ରାଉନସୁଗାର ବେପାରୀକୁ ଏନକାଉଣ୍ଟର କରିଛି ସ୍ବତନ୍ତ୍ର କ୍ରାଇମ୍ ୟୁନିଟ୍ । ବ୍ରାଉନସୁଗାର ବେପାରୀ ଶେଖ୍ ଜାମସେଦ ବୋଲି ପରିଚୟ ମିଳିଛି । ଏନକାଉଣ୍ଟର ସମୟରେ ତା ନିକଟରୁ ୨୦ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ କରିଛି ବିଭାଗ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ