Thursday, September 24, 2026
23.9 C
Odisha

    ବ୍ରିଜ୍ ଉପରୁ ଖସି ବସ୍ତି ଉପରେ ପଡିଲା କାର୍, ଅଳ୍ପେକେ ବଞ୍ଚିଗଲେ ଡ୍ରାଇଭର

    ଆଗକୁ ପଢନ୍ତୁ

    ଭୁବନେଶ୍ବର  : ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା । ଭୁବନେଶ୍ବର ଶିଶୁ ଭବନ ଓଭର ବ୍ରିଜରେ ବ୍ୟାରିକେଡରେ଼ ପିଟି ହୋଇ ୧୦ ଫୁଟ ତଳକୁ ଖସି ପଡ଼ିଥିଲା କାର । ତଳେ ଥିବା ଗଛରେ ପିଟି ହୋଇ ଏକ ଘର ଉପରକୁ ଛିଟିକି ପଡ଼ିଥିଲା କାର । ଅଳ୍ପକେ ବର୍ତ୍ତିଯାଇଛନ୍ତି କାର୍ ଚାଳକ ଓ ଘରେ ଥିବା ଲୋକେ । ସକାଳୁ ସକାଳୁ ଘଟିଛି ଦୁର୍ଘଟଣା । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    23.9 ° C
    23.9 °
    23.9 °
    99 %
    1.6kmh
    100 %
    Thu
    25 °
    Fri
    28 °
    Sat
    29 °
    Sun
    26 °
    Mon
    30 °

    ସମ୍ବନ୍ଧିତ