Monday, March 23, 2026
23.7 C
Odisha

    ବ୍ରିଟେନ୍‌କୁ ହରାଇ ସେମିଫାଇନାଲ୍‌ରେ ଭାରତ

    ଆଗକୁ ପଢନ୍ତୁ

    ପ୍ୟାରିସ: ଭାରତୀୟ ହକି ଦଳ କ୍ୱାର୍ଟର ଫାଇନାଲରେ ଗ୍ରେଟ ବ୍ରିଟେନକୁ ପରାସ୍ତ କରି କରିଛି। କ୍ୱାର୍ଟର ଫାଇନାଲରେ ଶୁଟ-ଆଉଟରେ ଗ୍ରେଟ ବ୍ରିଟେନକୁ ପରାସ୍ତ କରି ଭାରତୀୟ ହକି ଦଳ ସେମିଫାଇନାଲରେ ପ୍ରବେଶ କରିଛି। କ୍ରମାଗତ ଦ୍ୱିତୀୟ ଥର ପାଇଁ ଭାରତୀୟ ହକି ଦଳ ଅଲିମ୍ପିକ୍ସର ସେମିଫାଇନାଲରେ ପ୍ରବେଶ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    23.7 ° C
    23.7 °
    23.7 °
    29 %
    1.7kmh
    17 %
    Sun
    24 °
    Mon
    34 °
    Tue
    37 °
    Wed
    37 °
    Thu
    39 °

    ସମ୍ବନ୍ଧିତ