Monday, October 12, 2026
23.8 C
Odisha

    ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୋଦି

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟାର୍ମରଙ୍କ ସହ ଫୋନ୍‌ ଯୋଗେ କଥା ହୋଇଛନ୍ତି। ଏଥିସହିତ ମୋଦି ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ବ୍ରିଟେନରେ ହୋଇଥିବା ନିର୍ବାଚନରେ ଭାରତୀୟ ବଂଶୋଦ୍ଭବ ଋଷି ସୁନକଙ୍କୁ ପରାସ୍ତ କରି ଲେବର ପାର୍ଟିର ଷ୍ଟାର୍ମର ବିଜୟ ହାସଲ କରିଛନ୍ତି। ୬୫୦ ସିଟ୍‌ ମଧ୍ୟରୁ ୪୧୨ ସିଟ୍‌ ହାସଲ କରି ୧୪ ବର୍ଷ ପରେ କ୍ଷମତାକୁ ଫେରିଛି ଦଳ। ଷ୍ଟାର୍ମରଙ୍କ ସହ କଥାବାର୍ତ୍ତା କରି ମୋଦି ଭାରତ-ବ୍ରିଟେନର ବ୍ୟାପକ ରଣନୀତିକ ଭାଗିଦାରୀକୁ ବୃଦ୍ଧି କରିବାକୁ ସେମାନଙ୍କର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    76 %
    1.1kmh
    2 %
    Mon
    23 °
    Tue
    30 °
    Wed
    29 °
    Thu
    30 °
    Fri
    30 °

    ସମ୍ବନ୍ଧିତ