Friday, October 2, 2026
22.9 C
Odisha

    ଭଦ୍ରକରେ ବସ୍ ଦୁର୍ଘଟଣା: ଅଳ୍ପକେ ବଞ୍ଚିଗଲେ ଯାତ୍ରୀ, ୧୦ ଆହତ

    ଆଗକୁ ପଢନ୍ତୁ

    ଭଦ୍ରକ : ଭଦ୍ରକ ଜିଲ୍ଲାରେ ଏକ ଘରୋଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଥିବା ବେଳେ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନୂଆ ବସ୍‌ଷ୍ଟାଣ୍ଡ ନିକଟ ଏନ୍‌ଏଚ୍‌-୧୬ରେ ଏହି ଦୁର୍ଘଟଣା ଘଟିଛି।

    ସୂଚନା ଅନୁଯାୟୀ, ଅଭଣାରୁ ଭୁବନେଶ୍ୱର ଅଭିମୁଖେ ଆସୁଥିବା ବସ୍‌ଟି ଭାରସାମ୍ୟ ହରାଇ ଡିଭାଇଡର୍‌ରେ ଧକ୍କା ଦେଇଛି। ଫଳରେ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ବସ୍‌ରେ ଥିବା ୧୦ ଜଣ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ଖବର ପାଇ ସ୍ଥାନୀୟ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ଦୁର୍ଘଟଣାର କାରଣ ଅନୁସନ୍ଧାନ ଚାଲିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    22.9 ° C
    22.9 °
    22.9 °
    79 %
    1.3kmh
    38 %
    Thu
    23 °
    Fri
    30 °
    Sat
    30 °
    Sun
    30 °
    Mon
    31 °

    ସମ୍ବନ୍ଧିତ