Friday, April 3, 2026
39 C
Odisha

    ଭଦ୍ରକ ଗୋଷ୍ଠୀ ସଂଘର୍ଷରେ ମୃତ ସନ୍ତୋଷ ପରିଡ଼ାଙ୍କ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବେ ସରକାର

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭଦ୍ରକ ତିହିଡ଼ି ଥାନା ଅଞ୍ଚଳରେ ଦୁଇ ସମ୍ପ୍ରଦାୟଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଥିବା ସନ୍ତୋଷ ପରିଡ଼ାଙ୍କ ପିଲାଙ୍କ ପାଠପଢ଼ା ଖର୍ଚ୍ଚ ସରକାର ବହନ କରିବେ ବୋଲି ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି।

    ଗତକାଲି ଦୋଷୀଙ୍କ ବିରୋଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ସହ ସନ୍ତୋଷଙ୍କ ନିକଟ ସମ୍ପର୍କୀୟଙ୍କୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଏବଂ ପରିବାରର ଜଣଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    39 ° C
    39 °
    39 °
    18 %
    4.1kmh
    1 %
    Fri
    40 °
    Sat
    39 °
    Sun
    37 °
    Mon
    39 °
    Tue
    38 °

    ସମ୍ବନ୍ଧିତ