Friday, October 2, 2026
25.2 C
Odisha

    ଭାଇଙ୍କ ପାଇଁ ଦିଲ୍ଲୀ ଯିବେ ନବୀନ, ପ୍ରେମ ପଟ୍ଟନାୟକଙ୍କର ହେଲା ହାର୍ଟ ସର୍ଜରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭାଇଙ୍କ ପାଇଁ ଦିଲ୍ଲୀ ଯିବେ ନବୀନ । ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କର ହେଲା ହାର୍ଟ ସର୍ଜରୀ । ଦିଲ୍ଲୀ ଯିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆସନ୍ତା ଏପ୍ରିଲ ୧୦ ତାରିଖରେ ନୂଆଦିଲ୍ଲୀ ଗସ୍ତ କରିବେ । ତାଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କର ଗତକାଲି ଏକ ବଡ଼ ହାର୍ଟ ସର୍ଜରୀ ହୋଇଛି । ଏହି ସମୟରେ ଭାଇଙ୍କ ପାଖରେ ରହିବା ପାଇଁ ନବୀନ ଦିଲ୍ଲୀ ଯିବେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    25.2 ° C
    25.2 °
    25.2 °
    76 %
    0.6kmh
    49 %
    Fri
    30 °
    Sat
    30 °
    Sun
    30 °
    Mon
    30 °
    Tue
    31 °

    ସମ୍ବନ୍ଧିତ