Saturday, July 18, 2026
27 C
Odisha

    ଭାତ, ଡାଲମା ଖାଇ ଛାତ୍ରଛାତ୍ରୀ ଅସୁସ୍ଥ, ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି

    ଆଗକୁ ପଢନ୍ତୁ

    ବୈପାରୀଗୁଡ଼ା  :  ଭାତ, ଡାଲମା ଖାଇ ଛାତ୍ରଛାତ୍ରୀ ଅସୁସ୍ଥ । ୩୫ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । କୋରାପୁଟ ବୈପାରୀଗୁଡ଼ା ଶିରିବେଡ଼ା ପିଏମଶ୍ରୀ ବିଦ୍ୟାଳୟର ତୃତୀୟ ଶ୍ରେଣୀରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀ ରାତିରେ ଭାତ-ଡାଲମା ଖାଇଥିଲେ । ଏହାପରେ ସମସ୍ତେ ପେଟରେ ଯନ୍ତ୍ରଣା ଅନୁଭବ କରିଥିଲେ । ପ୍ରଧାନ ଶିକ୍ଷକ ତୁରନ୍ତ ସେମାନଙ୍କୁ ବୈପାରୀଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ ।  ବର୍ତ୍ତମାନ ସମସ୍ତଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ନେଇ ହସପିଟାଲ ପକ୍ଷରୁ ସୂଚନା ଦିଆଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    27 ° C
    27 °
    27 °
    79 %
    1.8kmh
    100 %
    Sat
    30 °
    Sun
    30 °
    Mon
    27 °
    Tue
    27 °
    Wed
    26 °

    ସମ୍ବନ୍ଧିତ