Friday, July 31, 2026
26.4 C
Odisha

    ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଅଟୋ ୭ ଆହତ

    ଆଗକୁ ପଢନ୍ତୁ

    ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ତମ୍ପରା ଛକ ନିକଟରେ ଏକ ଅଟୋ ରବିବାର ରାତିରେ ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଉକ୍ତ ଅଟୋରେ ଥିବା ୭ ଜଣ ଯାତ୍ରୀ ଆହତ ହୋଇଥିଲେ। ସ୍ଥାନୀୟ ଲୋକ ୧୦୮ ଆମ୍ବୁଲାନ୍ସକୁ ଯୋଗାଯୋଗ କରିଥିଲେ ଏବଂ ତୁରନ୍ତ ଆଖପାଖ ଅଞ୍ଚଳରୁ ୩ ଟି ୧୦୮ ଆମ୍ବୁଲାନ୍ସ ଘଟଣାସ୍ଥଳକୁ ପଠାଯାଇଥିଲା। ଖୁବ କମ ସମୟ ମଧ୍ୟରେ ୧୦୮ ଆମ୍ବୁଲାନ୍ସ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    26.4 ° C
    26.4 °
    26.4 °
    89 %
    1.2kmh
    100 %
    Fri
    27 °
    Sat
    30 °
    Sun
    31 °
    Mon
    29 °
    Tue
    30 °

    ସମ୍ବନ୍ଧିତ